ଆଜି ଜାତିର ଜନକ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଶାସ୍ତ୍ରୀଜୀଙ୍କ ଜୟନ୍ତୀ । ଜନ୍ମ-ଜୟନ୍ତୀ ଉପଲକ୍ଷେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କୁ ମୋଦି ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇବା ସହ, ପୂଜ୍ୟ ବାପୁଙ୍କ ଜୀବନ ଓ ଆଦର୍ଶ ଦେଶର ସମସ୍ତ ପିଢ଼ିଙ୍କୁ କର୍ତ୍ତବ୍ୟ ପଥରେ ଅଗ୍ରସର ହେବାକୁ ପ୍ରେରଣା ଦେଉଥିବ ବୋଲି କହିଛନ୍ତି
#GandhiJayanti Narendra Modi #paystribute #LalBahadurSastri #152birthday #Odisha #ArgusNews