ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବଣ୍ଟନରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ରେ ଭାରତୀୟ ଜନତା ପାର୍ଟି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀର ଚିଲିକା ବ୍ଲକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ରାଜ୍ୟପାଳଙ୍କ ଉଦ୍ଧେଶ୍ୟରେ ଏକ ସ୍ମାରକପତ୍ର ଦେଇଛନ୍ତି।
#ArgusNews #ArgusNewsTV #Odisha #Khordha #AwasYojna #BJP_Protest