ବୁଧବାର କଟକ ବାଦାମବାଡ଼ିସ୍ଥିତ ଏକ ହୋଟେଲ ରୁମରେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବଡ଼ ମେଡିକାଲ ଓ ପରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଗୁରୁବାର ତାଙ୍କର ମୃତ୍ୟୁ ହୋଇଥିଲା । ପରିବାର ଲୋକେ ମଙ୍ଗଳାବାଗ ଥାନାରେ ଏନେଇ ଏତଲା ଦେଇଛନ୍ତି ।
#Badambadi #hotel #medical #police #Odisha #ArgusNews