ତିନି ଦିନ ପରେ ପୁଣି ଥରେ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବ। ସିଂହଦ୍ବାର ଆଗରେ ପୁଣି ଲୋକାରଣ୍ୟ ଦେଖାଯିବ। ହରିବୋଲ ଓ ହୁଳହୁଳିରେ ଶ୍ରୀମନ୍ଦିର କମ୍ପିବ। ଆସନ୍ତା ଫେବ୍ରୁଆରୀ ୧ ତାରିଖ ଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବ। ଏନେଇ ଆଜି ଅପରାହ୍ନରେ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି।
#jagannath #shreemandira #singhadwara #Feburary #jagannathtemple #puri #Odisha #Argusnews