ଅଶୋକ ମୀନା ହେଲେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ । IAS ବିଶାଲ ଦେବ ହେଲେ ଅର୍ଥ ବିଭାଗର ପ୍ରମୁଖ ସଚିବ । ଡି.କେ. ସିଂହଙ୍କୁ ଇସ୍ପାତ ଓ ଖଣି ବିଭାଗର ପ୍ରମୁଖ ସଚିବ ଦାୟିତ୍ଵ । ସୁରେନ୍ଦ୍ର କୁମାରଙ୍କୁ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବ ଦାୟିତ୍ଵ । ସୁରେନ୍ଦ୍ର କୁମାରଙ୍କୁ ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ଵ । ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସଚିବ ଆର୍. ଭୀନିଲକ୍ରିଷ୍ଣାଙ୍କୁ ଅତିରିକ୍ତ ଦାୟିତ୍ଵ । କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଦାୟିତ୍ଵ ନେଲେ ଆର. ଭୀନିଲକ୍ରିଷ୍ଣା।...
#ArgusNews #odisha #argusNewsTV #IAS