#ପାର୍ବଣରେ_ପ୍ରକୃତିର_କୋପ
ଉତ୍ତର ଆଣ୍ଡାମାନ-ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାକି ୪୮ଘଣ୍ଟାରେ ଲଘୁଚାପରେ ପରିଣତ ହେବ ଏବଂ ପରେ ଏହା ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ । ତେବେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
#weather #cyclone #durgapuja #rain #Odisha #ArgusNews