ଗମନାଗମନର ସୁବିଧା ପାଇଁ ରାଜ୍ୟ ସରକାର ସଡ଼କ ନିର୍ମାଣରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ ବାସ୍ତବ ଚିତ୍ର ସମ୍ପୂର୍ଣ୍ଣ ଭିନ୍ନ । ଏଠି ରାସ୍ତାର ସ୍ଥିତି ପୁରା ବେହାଲ । ରାସ୍ତାଟି ସମ୍ପୂର୍ଣ୍ଣ ଖାଲଖମାରେ ପରିପୂର୍ଣ୍ଣ ହୋଇଥିବା ବେଳେ ବର୍ଷା ଦିନେ ସ୍ଥିତି ଅତି ଶୋଚନୀୟ ....
#ArgusNews #Bolangir #Patanagarh #RoadProblem