ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ସୁଶାସନ ଓ ଭାରତୀୟ ଜନତା ପାର୍ଟିର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଭାରତୀୟ ଜନତା ପାର୍ଟିରେ ସାମିଲ ହେଲେ ଅନ୍ୟ ଦଳର କର୍ମୀ । ଏହି ମିଶ୍ରଣ ପର୍ବରେ ଜିଲ୍ଲା ସଭାପତି ଉମାକାନ୍ତ ମହାପାତ୍ର, ସାଂସଦ ପ୍ରତାପ ଚନ୍ଦ୍ର ସଡଙ୍ଗୀ, ନୀଳଗିରି ବିଧାୟକ ସୁକାନ୍ତ ନାୟକ, ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଥିଲେ
#Balasore #bjp #mishranaparva #Narendramodi #ArgusNews