ବାଜିଲା ନିର୍ବାଚନ ବିଗୁଲ । ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ନିର୍ବାଚନ ଅଧିକାରୀ ଜାରି କରିଛନ୍ତି ବିଜ୍ଞପ୍ତି । ପଞ୍ଚାୟତ ନିର୍ବାଚନ ଲାଗି ଜାନୁଆରୀ ୧୭ ତାରିଖରୁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ ।
#PanchayatElections #nominationprocess #electoralofficer #ArgusNews