ଏବେ ଭାରତରେ ବ୍ଲାକ୍ ଫଙ୍ଗସ ରୋଗ ବଢ଼ିବାରେ ଲାଗିଛି। ଏହି ଭିତରେ ରାଜ୍ୟରେ ମଧ୍ୟ ୨୫ଟି ବ୍ଲାକ୍ ଫଙ୍ଗସ କେସ୍ ସାମ୍ନାକୁ ଆସିଛି। କିନ୍ତୁ ଅନ୍ୟ ରାଜ୍ୟ ଅପକ୍ଷା ଓଡ଼ିଶାର ସ୍ଥିତି ଭଲ ରହିଛି ବୋଲି ଏସିଏସ୍ କହିଛନ୍ତି
#ArgusNews #Odisha #NewsChannel #ArgusNewsTV #ACS_PressMeet #Black_Fungus