ରାଜ୍ୟରେ ଆଜିଠୁ ଅସମ୍ଭାଳ ଖରା ଅନୁଭୂତ ହେବ। ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ସୃଷ୍ଟି ହୋଇପାରେ ଅସମ୍ଭାଳ ତାତି । ମାର୍ଚ୍ଚ ପ୍ରଥମ ସପ୍ତାହ ବେଳକୁ ତାତି ୪୧ ଡିଗ୍ରୀ ଛୁଇଁ ପାରେ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି ।
#summerseason #temperature #heatwave #Odisha #ArgusNews