ପଦଯାତ୍ରାରେ ବାହାରିଲେ ସମାଜସେବୀ ମୁକ୍ତିକାନ୍ତ ବିଶ୍ୱାଳ । ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ରାଜ୍ୟ ମଧ୍ୟରେ ଥିବା ସୀମା ବିବାଦର ସ୍ଥାୟୀ ସମାଧାନର ବାର୍ତ୍ତା ପହଞ୍ଚାଇବାପାଇଁ ଅକ୍ଟୋବର ୨ ଗାନ୍ଧି ଜୟନ୍ତୀରୁ ସମାଜସେବୀ ମୁକ୍ତିକାନ୍ତ ବିଶ୍ବାଳଙ୍କର ମାନ୍ୟବର ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଦୀର୍ଘ ୮୦୦ କିମି ସଚେତନତା ପଦଯାତ୍ରା ଆରମ୍ଭ କରିଛନ୍ତି
#Bhubaneswar #Amarabati #MuktikantaBiswal #AndhraOdisha #BorderDispute #Walk #Odisha #ArgusNews