ମକର ସଂକ୍ରାନ୍ତିରେ ଶ୍ରଦ୍ଧାଳୁଙ୍କୁ ଧବଳେଶ୍ଵର ପୀଠ ମନା , ରାଜ୍ୟ ସରକାରଙ୍କ କୋଭିଡ କଟକଣାକୁ ଆଖି ଆଗରେ ରଖି ଆସନ୍ତା ୧୪ ତାରିଖ ମକର ସଂକ୍ରାନ୍ତି ରେ ସକାଳ ୬ ରୁ ରାତ୍ର ୧୦ ପର୍ଯ୍ୟନ୍ତ ସମସ୍ତ ଶ୍ରଦ୍ଧାଳୁ ଭକ୍ତମାନଙ୍କୁ ପୀଠକୁ ନଆସିବାକୁ ବାରଣ କରାଯିବା ସହିତ ଧବଳେଶ୍ଵର ପୀଠକୁ ୧୪୪ ଧାରା ଜାରି କରାଯାଇଛି
#makarsankranti #dhabaleswar #covid19 #ArgusNews