ମହାଲିଙ୍ଗ ସନସାଇନ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ପରିବାରକୁ ଭେଟିବାକୁ ବଲାଙ୍ଗିର ଯାଇଛି ବିଜେପିର ଏକ ପ୍ରତିନିଧି ଦଳ । ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ୧୫ ଜଣିଆ ପ୍ରତିନିଧି ଦଳ ମମିତାଙ୍କ ପରିବାରକୁ ଭେଟିଛନ୍ତି । ଘଟଣା ସଂପର୍କରେ ପରିବାର ଲୋକଙ୍କ ସହ ଆଲୋଚନା କରିବା ସହ ପୁଲିସ ତଦନ୍ତକୁ ନେଇ ମତାମତ ମଧ୍ୟ ନେବ ଟିମ୍ ।
#mamitameher #mamitamurdercaseodisha #JusticeforMamita #BJP #meet #mahalingcollegecase #Odisha #ArgusNews