ମମିତା ମେହେରଙ୍କ ହତ୍ୟା ଘଟଣାକୁ ନେଇ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଏବିଭିପି ଛାତ୍ରଛାତ୍ରୀ ମାନେ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ କୁଶପୁତ୍ତଳିକା ଦାହ କରି ମନ୍ତ୍ରୀ ପଦରୁ ବହିଷ୍କାର କରାଯାଉ ଓ ସିବିଆଇ ତଦନ୍ତ କରିବାକୁ ଦାବି କରିଛନ୍ତି।
#ABVP #Sambalpur #StudentProtest #MamitaMurderCase #JusticeForMamita #DibyaShankarMishra #Odisha #ArgusNews