ଭୁବନେଶ୍ବର ମଧ୍ୟ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ 2ନଂ ମାର୍କେଟ ବିଲ୍ଡିଂରେ ମହମ୍ମଦ ଜୟନ୍ତି ଅବସରରେ ବନ୍ଧୁ ମିଳନ ଉତ୍ସବ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଯୋଗ ଦେଇ ଭାଇଚାରାରେ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ
#Bhubaneswar #Mahammadjayanti #friendship #Festival Ananta Narayan Jena