ବିଦ୍ୟାଳୟ ପକ୍ଷରୁ ଯୋଗାଇ ଦିଆଯାଉଥିବା ଚାଉଳରେ ପୋକ ସାଲୁ ବାଲୁ ଅଭିଯୋଗ । ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ କଲ୍ୟାଣପୁର ପଂଚାୟତର ବରୁଣେଶ୍ୱର ଆଦର୍ଶ ପ୍ରାଥମିକ ବିଦ୍ୟାଳୟରେ ପିଲାଙ୍କୁ ଦିଆଯାଉଥିବା ଚାଉଳରେ ପୋକ ବାହାରୁଥିବା ଦେଖିବାକୁ ମିଳିଛି ।
#jajpur #Allegations #school #rice #Worm #Odisha #ArgusNews