ଭାରତ ସରକାରଙ୍କ ଜନଜାତି ବ୍ୟାପାର ମନ୍ତ୍ରାଳୟ ସହାୟତାରେ ଏହି ନୃତ୍ୟ ମହୋତ୍ସବ ଆଜି ସନ୍ଧ୍ୟରେ ଓଡ଼ିଶାର ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟଳ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକାଙ୍କ ଦ୍ଵାରା ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି ।
#Rabindramandapa #TrainingInstitute #NationalTribalDanceFestival #TribalDance #Festival #Bhubaneswar #Argusnews #Odisha