ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଉଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ ହଜାର ୩୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରେଣ୍ଟିନରେ ୧,୭୩୮ ଥିବାବେଳେ ଲୋକାଲ କେସ୍ ୧,୨୯୩ ରହିଛି
#ArgusNews #Odisha #Corona #OdishaCoronaReport #OdishaCoronaupdate