ଯେଉଁଠି ଯେଉଁଠି ଜମି ଅଧିଗ୍ରହଣ ସମସ୍ୟା ରହିଛି ତାକୁ ସମାଧାନ କରି ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ଅଛି । ଯେଉଁଠି ଆର୍ଥିକ ସମସ୍ୟା ଦେଖାଯାଉଛି ତାକୁ ମଧ୍ୟ ତ୍ୱରାନ୍ୱିତ କରାଯିବ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହ ଭାଗୀତାରେ ଅଧା ଥିବା ସମସ୍ତ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରାଯିବ : ପଦ୍ମନାଭ ବେହେରା, ପରିବହନ ମନ୍ତ୍ରୀ
#ArgusNews #Odisha #PadmanabhBehera #TransportMinister #railwayproject