ଓଡ଼ିଶା ସଙ୍ଗୀତ ଜଗତର ବେଶ ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର । ଅସୁସ୍ଥତା କାରଣରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ନେଇ ସୂଚନା ମିଳିଛି
#ArgusNews #Odisha #TapuMishra #OdiaSinger #OllywoodNews