ସେପ୍ଟେମ୍ବର ୧ରୁ ଖୋଲିବ ଲିଙ୍ଗରାଜ ମନ୍ଦିର। ଖୋର୍ଦ୍ଧା ଜିଲ୍ଲାପାଳ ସନତ ମହାନ୍ତିଙ୍କ ଅଧ୍ୟକ୍ଷତାରେ ବସିଥିବା ମନ୍ଦିର ଟ୍ରଷ୍ଟ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ହୋଇଛି। କୋଭିଡ୍ କଟକଣା ଭିତରେ ମନ୍ଦିର ଖୋଲିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି।
#ArgusNews #Odisha #LingarajTemple #OPEN