ରାଜ୍ୟ ବିଜେପିର ବରିଷ୍ଠ ନାରୀ ନେତ୍ରୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟକୁ ନେଇ ଭଦ୍ରକ ଜିଲ୍ଲା ବିଜେପିର ମହିଳା ମୋର୍ଚ୍ଚା ପକ୍ଷରୁ ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ଜିଲ୍ଲା ସଭାନେତ୍ରୀ ହରପ୍ରିୟା ସାହୁଙ୍କ ନେତୃତ୍ୱରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।
#ArgusNews #Odisha #Bhadrak #BJP_Pressmeet #BJPmahilamorcha