ପଞ୍ଚାୟତ ନିର୍ବାଚନ ପାଇଁ ସାରା ରାଜ୍ୟରେ ଲାଗୁ ହୋଇଛି ଆଦର୍ଶ ଆଚରଣ ବିଧି । ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ସର୍ବ ସାଧାରଣ ସ୍ଥାନରୁ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ ହୋଡ଼ିଂ ହଟେଇବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ । ହେଲେ ରାୟଗଡା ଜିଲ୍ଲା ଗୁଣୁପୁର ସହରରେ ଏହାକୁ ଉଲଂଘନ କରାଯାଇଥିବା ଦେଖିବାକୁ ମିଳିଛି
#Raygada #codeofconduct #panchayatelection #Gunupur #hording #ArgusNews