୨ ଦଫା ଦାବି ନେଇ ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ଭୁବନେଶ୍ୱର ତରଫରୁ ସାମ୍ବାଦିକ ସମିଳନୀ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାର ପ୍ରାଇଭେଟ ଅଧ୍ୟାପକଙ୍କ ପ୍ରତି ବୈମାତୃକ ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି ।
#ArgusNews #Odisha #PressMeet