ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି। ୧୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଭିସି ଜରିଆରେ ଜିଲ୍ଲାପାଳମାନଙ୍କ ସହ ଆଲୋଚନା କଲେ ରାଜ୍ୟ ନିର୍ବାଚନ କମିସନର। ଉଭୟ ପୌର ଓ ପଞ୍ଚାୟତ ନିର୍ବାଚନ ନେଇ ସମୀକ୍ଷା କରିଛନ୍ତି।
#PanchayatElections #ElectionCommission #politicalparties #ArgusNews