ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ସାଇକ୍ଲୋନିକ୍ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ଲାଗି ରହିଛି। ପ୍ରଭାବରେ ବିଶେଷକରି ଆଭ୍ୟନ୍ତରିଣ ଓ ଦକ୍ଷିଣ ଓଡ଼ିଶାରେ ଭୀଷଣ ବର୍ଷା ହେଉଛି। ଏହି କ୍ରମ ୯ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଭାରତ ପାଣିପାଗ ବିଭାଗ (ଆଇଏମଡି)।
#Rain #WeatherUpdate #Odisha #ArgusNews