4 ବିଦେଶ ଫେରନ୍ତା ପଜିଟିଭ ଚିହ୍ନଟ। ‘At Risk’ ଦେଶରୁ ଓଡ଼ିଶା ଆସିଥିବା ବ୍ୟକ୍ତିଙ୍କ ମଧ୍ୟରୁ ୪ ପଜିଟିଭ
ଚିହ୍ନଟ ହୋଇଛନ୍ତି। ପଜିଟିଭ ଚିହ୍ନଟ ୪ ନମୁନା ଜେନୋମ୍ ସିକ୍ୟୁଏନ୍ସିଂ ପାଇଁ ପଠାଯାଇଛି। ଗତକାଲି ସନ୍ଧ୍ୟା ସୁଦ୍ଧା ‘At Risk’ ଦେଶରୁ ଆସିଛନ୍ତି ୯୮୨ ଜଣ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର
#BBSR #Odisha #ArgusNews