ନଭେମ୍ବର ୧ରେ ରାଜ୍ୟରେ ଖୋଲିବ ଖରିଫ ଧାନ ମଣ୍ଡି। ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା। ଏଥର ଚାଷୀଙ୍କଠାରୁ କ୍ବିଣ୍ଟାଲ ପିଛା ୩୧ ଶହ ଟଙ୍କାରେ ଧାନ କିଣିବାକୁ ଘୋଷଣା କିରଛନ୍ତି ରାଜ୍ୟ ସରକାର