ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହେଲା ସର୍ବଦଳୀୟ ବୈଠକ । ବିଧାନସଭା ସୁପରିଚାଳନା ପାଇଁ ବୈଠକରେ ହେବ ଆଲୋଚନା। ବିଜେଡି ବିଧାୟକ ପ୍ରଣବ ପ୍ରକାଶ ଦାସ,ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ,ସରକାରୀ ଦଳ ମୁଖ୍ୟ ସଚେତକ, ବିରୋଧୀ ଦଳ ମୁଖ୍ୟ ସଚେତକ, କଂଗ୍ରେସ ବିଧାୟକ ଦଳ ନେତା ପ୍ରମୁଖ ଉପସ୍ଥିତ ରହିଛନ୍ତି
#AllpartyMeeting #Speaker #Assembly #ArgusNews