ବାଲେଶ୍ଵର ଜିଲ୍ଲା ଖଇରା ତହସିଲ ଅଧିନ ବର୍ତ୍ତନା ବଜାରରେ ଥିବା ଏକ ରଙ୍ଗ ଦୋକାନରେ ଭୟାବହ ଅଗ୍ନିକାଣ୍ଡ। ଗତ ରାତିରେ ବିଦ୍ୟୁତ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟି ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତି ନଷ୍ଟ ହୋଇଛି।
#Balasore #Khaira #firebroke #paintshop #destroying #property #Odisha #ArgusNews