ଓଡ଼ିଶା ବିଶ୍ଵବିଦ୍ୟାଳୟ ସଂଶୋଧନ ଅଧିନିୟମ ପ୍ରସଙ୍ଗ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଉଲ୍ଲଘଂନ କରିବା ନେଇ ରାଜ୍ୟ ଶିକ୍ଷା ବିଭାଗ ଓ ୟୁପିଏସସିକୁ ୟୁଜିସିର ପତ୍ର । ଉଚ୍ଚନ୍ୟାୟଳୟଙ୍କ ନିର୍ଦ୍ଦେଶକୁ ପାଳନ କରିବା ସହ ନିଯୁକ୍ତି ପ୍ରକ୍ରିୟାରୁ ଦୁରେଇ ରହିବାକୁ ନିର୍ଦ୍ଦେଶ ।
#Bhubaneswar #Education #OPSC #letters #Suprimecourt #Odisha #ArgusNews