ରାଜ୍ୟରେ ବନ୍ୟା ପରିସ୍ଥିତି ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି, ସବୁ ଜୀବନ ମୂଲ୍ୟବାନ । ଯେପରି ଗୋଟିଏ ବି ଜୀବନ ହାନୀ ନ ହୁଏ ଓ ଯୋଗାଯୋଗରେ କୌଣସି ଗୁରୁତର ବିଭ୍ରାଟ ନ ହୁଏ, ତାହା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
#ChiefMinister #NaveenPatnaik #reviewed #Flood #Floodwater #Odisha #ArgusNews