କୋଭିଡ ସଂକ୍ରମଣ ବଢୁଥିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ସ୍ଵାସ୍ଥ୍ୟ ବିଶେଷଜ୍ଞ ନିରଜ ମିଶ୍ର l ଜୁଲାଇ ମାସରେ ସଂକ୍ରମଣ ରୋକିବାକୁ ସତର୍କତା ଅବଲମ୍ବନ କରିବା ଜରୁରୀ l ବଢୁଥିବା ସଂକ୍ରମଣ ଆଉ ଦୁଇ ସପ୍ତାହ ପରେ ପିକ ଛୁଇଁବାର ସମ୍ଭାବନା
#Covid19 #Positive #NirojMishra #ArgusNews #Odisha