ଲୋକଙ୍କୁ ହଟାଇବା ପାଇଁ ଜାଳିଦେଲେ ଫସଲ । ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ବୁର୍ଜା ପଂଚାୟତ ଅନ୍ତର୍ଗତ କପସାଭଟା, ସାରିୟାଭଟା ଓ ଲକଟିପଖନା ଗ୍ରାମରେ । ଜଙ୍ଗଲ ଜମି ଅଧିକାରକୁ ନେଇ କପସାଭଟା ଗ୍ରାମରେ ଘର ପୋଡିବା ଶହ ଶହ ଏକର ମକା ଚାଷ ନଷ୍ଟ କରିଦେଲେ ନିକଟସ୍ଥ ସିରିଲିଗୁଡ଼ା, କୁସୁମଗୁଡ଼ା,କସରାଭଟା ଭଳି ଆଠ ଖଣ୍ଡ ଗ୍ରାମର ଲୋକେ ।
#nabrangpur #Cropsdestroyed #burning #cultivation #Odisha #ArgusNews