ଓଡ଼ିଆ ପୁଅ ଦିଲ୍ଲୀପ ତିର୍କୀ ହେଲେ ‘ହକି ଇଣ୍ଡିଆ’ର ସଭାପତି। ଏହି ପଦବୀ ପାଇବାରେ ସେ ହେଉଛନ୍ତି ପ୍ରଥମ ଓଡ଼ିଆ। ଆଜି ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ଥିବା ବେଳେ ଅନ୍ୟ ୨ ଜଣ ନାମାଙ୍କନ ପ୍ରତ୍ୟାହାର କରି ନେଇଥିଲେ।
#HockeyIndia #DilipTirkey #newpresident #Odisha #ArgusNews