Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
" ୨୫ ବର୍ଷରେ ବାପାଙ୍କ ସ୍ବପ୍ନ ପୂରଣ କରିପାରିଲେନି ନବୀନ " - ସଜ୍ଜନ ଶର୍ମା
ଅନ୍ଧାରରେ ଶ୍ରୀମନ୍ଦିର, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ
ଅର୍ଗସ ବ୍ୟୁରୋ : ଅନ୍ଧାରରେ ଶ୍ରୀମନ୍ଦିର । ଅନ୍ଧାରରେ ଶ୍ରଦ୍ଧାଳୁ । ପ୍ରାୟ ୧୫ ମିନିଟ୍ ଲାଇନ୍ କଟିବା ଯୋଗୁଁ ଶ୍ରୀମନ୍ଦିର ଭିତରେ ଅନ୍ଧାର । ପାୱର ଟ୍ରିପ୍ ଯୋଗୁଁ ଅନ୍ଧାର ହୋଇଥିବା ସୂଚନା । ମିନି ଇନଭର୍ଟରରେ କିଛି ସମୟ ଶ୍ରୀମନ୍ଦିର ଭିତରେ ଜଳିଲା ଲାଇଟ୍ । ଅନ୍ଧାର ଯୋଗୁଁ ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ । ଅଧିକ ପଢନ୍ତୁ ଓଡ଼ିଶ
ମନୀଷ ସିସୋଦିଆଙ୍କ ବିଚାର ବିଭାଗୀୟ ହାଜତ ମେ’ ୨୧ ପର୍ଯ୍ୟନ୍ତ ବୃଦ୍ଧି
ଅର୍ଗସ ବ୍ୟୁରୋ : ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି । ଦିଲ୍ଲୀ ମଦ ଦୁର୍ନୀତି ମାମଲା ମାମଲାରେ ଗିରଫ ସିସୋଦିଆଙ୍କ ଜେଲ୍ ଅବଧି ମେ ୨୧ ଯାଏ ବୃଦ୍ଧି କରିଛନ୍ତି କୋର୍ଟ । ଏପଟେ ଜାମିନ ଆବେଦନ ଉପରେ ମଧ୍ୟ ସିସୋଦିଆଙ୍କୁ ନିରାଶ ହେବାକୁ ପଡ଼ିଛି । ଦିଲ୍ଲୀ ହାଇକୋର୍ଟ ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଉପରେ ଶୁଣାଣି ମେ’ ୧୩ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି