ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ହେରାପଞ୍ଚମୀ ନିତି। ନନ୍ଦିଘୋଷ ରଥ ଭାଙ୍ଗିବେ ଅଭିମାନିନୀ ମା ଲକ୍ଷ୍ମୀ ସାଆନ୍ତାଣି। ବିଧି ପରମ୍ପରା ପୂର୍ବକ ଆଡପମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଆଜି ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ।
#odisha #ArgusNews #rathayatra #rathayatra2022 #HeraPanchami #Puri