ସକ୍ରିୟ ଲଘୁଚାପ ଆଜି ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ବଙ୍ଗଳାଦେଶ ଏବଂ ମିଆଁମାର ଉପକୂଳରେ ସକ୍ରିୟ ରହିଛି| ଅସନ୍ତକାଲି କିମ୍ବା ପରବର୍ତୀ ୨୪ ଘଣ୍ଟା ମଧ୍ୟରେ ଅବପାତ ରେ ପରିଣତ ହେବା ସମ୍ଭାବନା ସହ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବ । ସୂଟନା ଦେଲେ ଆଇ.ଏମ୍.ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର...।
#delhi #IMDDG #lowpressure #rain #MrutyunjayMohapatra #ArgusNews