ଆଜି ପବିତ୍ର ମହାଳୟା। ଗତ ପନ୍ଦରଦିନ ଧରି ପିତୃପକ୍ଷ ଚାଲିଥିବା ବେଳେ ଆଜି ହେଉଛି ଏହି ପକ୍ଷର ଅନ୍ତିମଦିନ। ଏହି ଦିନରେ ଯେଉଁ ଶ୍ରାଦ୍ଧ ବା ପିଣ୍ଡଦାନ କରାଯାଏ ସେଥିରେ ପିତୃପୁରୁଷଙ୍କ ପୂର୍ଣ୍ଣ ପ୍ରାପ୍ତି ହୋଇଥାଏ ବିଶ୍ବାସ ରହିଛି
#Mahalaya #Puri #jagannathTemple #OdiaTradition #ArgusNews #Odisha