ଆଜି ବିଧାନସଭା ମୌସୁମୀ ଅଧିବେଶନର ଚତୁର୍ଥ ଦିନ । ଆଜି ବି ବେଶ ସରଗରମ ରହିପାରେ ଗୃହ। ପ୍ରଶ୍ନକାଳରେ କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା,ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା, ସମବାୟ,ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ଭଳି ଗୁରୁତ୍ବପୂର୍ଣ୍ଣ ବିଭାଗର ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ରହିଛି
#Assembly #Monsoonsession #ArgusNews