ପରଲୋକରେ ଜୟନ୍ତୀ ପଟ୍ଟନାୟକ । ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପତ୍ନୀ ଜୟନ୍ତୀ ପଟ୍ଟନାୟକଙ୍କ ଦେହାନ୍ତ ଘଟିଛି । ତେବେ ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା । ଲୋକସଭାକୁ ନିର୍ବାଚିତ ହୋଇଥିବା ପ୍ରଥମ ଓଡ଼ିଆ ମହିଳା ସାଂସଦ ଥିଲେ ଜୟନ୍ତୀ ପଟ୍ଟନାୟକ
#JayantiPattnaik #RIP #Odisha #ArgusNews #Odisha