ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ସହର ଉପକଣ୍ଠ ରେ ଖଣ୍ଡପଡ଼ା ଯୁବକ ସଂଘ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ କ୍ରମେ ଆଜାଦି କି ଅମୃତ ମହୋତ୍ସବ ପାଳନ କରାଯାଇଛି। ସେହି ଉପଲକ୍ଷେ ଖଣ୍ଡପଡ଼ା ସହରରେ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜିତ କରାଯାଇ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜନସାଧାରଣଙ୍କୁ ସଚେତନ କରାଯାଇଛି।
#nayagarh #HarGharTiranga #AjadiKaAmritMahotsav #NarendraModi #Odisha #ArgusNews