ଗତ ଏକ ଦଶନ୍ଧି ଧରି ଓଡ଼ିଶାର ଆର୍ଥିକ ଅଭିବୃଦ୍ଧି ଜାତୀୟ ହାର ତୁଳନାରେ ଅଧିକ, ଦ୍ରୁତ ଗରିବ ହ୍ରାସ କରିବାରେ ଓଡ଼ିଶା ସବୁଠୁ ଆଗରେ । ଏସବୁ ବାହାସ୍ଫୋଟ ମାରି ବିକାଶର ଗୋଲାପୀ ଚିତ୍ର ଦେଉଥିବା ବିଜେଡି ସରକାରର ଅସଲ ମୁଖା ଖୋଲିଯାଇଛି ।
#UnitedNationsreport #Povertyalleviation #stategovernment #National #ArgusNews