ଆଇବା ପକ୍ଷରୁ ଏକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆଇବା କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଶକ୍ତିମନ୍ତ୍ରୀ ପ୍ରତାପ ଦେବ ଯୋଗଦେଇ ଏମଏସଏମଇ କ୍ଷେତ୍ରରେ ସଫଳତା ହାସଲ କରି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇଥିବା ଅଶୋକ କୁମାର ମିଶ୍ରଙ୍କୁ ଆଇବା ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି।
#Bhubaneswar #Aieb #ashokkumarmishra #Odisha #ArgusNews