ହାଇକୋର୍ଟରେ ଅଭିନେତା ବାବୁଶାନଙ୍କ ଆଗୁଆ ଜାମିନ ଆବେଦନ ମାମଲା
Crpc-୪୧ରେ ତାଙ୍କ ବୟାନ ରେକର୍ଡ କରିଥିଲା ପୋଲିସ । ଏଥିପାଇଁ ଜାମିନର ଆବଶ୍ୟକତା ନ ଥିବାରୁ କୋର୍ଟ ଆଗୁଆ ଜାମିନ ଆବେଦନର ଅନ୍ତ ଘଟାଇଛନ୍ତି ।
#HighCourt #Babushan #bailcase #Odisha #ArgusNews