ସମ୍ବଲପୁରର ଶୁଭଶ୍ରୀ ବିହାରରେ ବେଶ୍ ଧୁମ୍ ଧାମରେ ପାଳିତ ହେଉଛି ଅଧର ପଣା ନୀତି। ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ। ଶ୍ରୀବିଗ୍ରହମାନଙ୍କର ଶ୍ରୀଅଧର ଉଚ୍ଚତା ବିଶିଷ୍ଟ ଲାଉତୁମ୍ବ ଭଳି ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ମାଟିହାଣ୍ଡିରେ ପଣା ସବୁକୁ ରଥ ଉପରେ ରଖାଯାଇଥାଏ।
#sambalpur #Adharapana #Odisha #ArgusNews