ଜଳେଶ୍ଵର ଜିକେ ଭଟ୍ଟର ହସ୍ପିଟାଲରେ ଚିକିତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ହସ୍ପିଟାଲରେ ଉତ୍ତେଜନା ଦେଖା ଦେଇଛି।ଚିକିତ୍ସା ଅଭାବରୁ ରୋଗୀଙ୍କ ମୃତ୍ୟୁ ହୋଇଛି ବୋଲି ରୋଗୀଙ୍କ ସମ୍ପର୍କୀୟ ମାନେ ଅଭିଯୋଗ ଆଣିବା ସହ ପ୍ରବଳ ପାଟିତୁଣ୍ଡ କରିଥିଲେ।
#ArgusNews #Balasore #Jaleswar #patientDeath #Lacktreatment #Allegations #Odisha