ଶ୍ରୀକ୍ଷେତ୍ର ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ | ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ କୀର୍ତ୍ତନ ଭଜନରେ ସାମିଲ ହୋଇଥିଲେ ଅନନ୍ତ |