କନ୍ଧମାଳ ଏସପି ଭିନୀତ ଅଗ୍ରୱାଲଙ୍କ ନିର୍ଦେଶରେ SOG ଓ DVF ଯବାନମlନେ ଗତକାଲି ବାଲିଗୁଡା ଥାନା ଅନ୍ତର୍ଗ୍ରତ ତିଲକୀ ଗ୍ରାମ ନିକଟ ଜଙ୍ଗଲରେ କମ୍ବିଙ୍ଗ ଅପରେସନ କରିବା ସହ ମାଓ କ୍ୟାମ୍ପ ଉପରେ ଚଢ଼ାଉ କରି ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଛନ୍ତି ।
#Kandhamal #moist #CombingOperation #odisha #ArgusNews